କେନ୍ଦ୍ରାପଡା ଜିଲାରେ ଆଜି ୧୨କରୋନା ପଜିଟିଭ

କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ): କେନ୍ଦ୍ରାପଡା ଜିଲ୍ଲାରେ ମଙ୍ଗଳବାର ୧୨ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଗରଦପୁର ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ କେନ୍ଦ୍ରାପଡା ବ୍ଲକରେ ୭ଜଣ, ମାର୍ଶାଘାଇ ବ୍ଲକରେ ଜଣେ, ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ, ରାଜକନିକା ବ୍ଲକରେ ଜଣେ ଓ ରାଜନଗର ବ୍ଲକରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ