କେନ୍ଦ୍ରାପଡା ଜିଲାରେ ଆଜି ୧୫କରୋନା ପଜିଟିଭ

କେନ୍ଦ୍ରାପଡ଼ା,(ଚିତ୍ତରଂଜନ ଦାସ): କେନ୍ଦ୍ରାପଡା ଜିଲ୍ଲାରେ ସୋମବାର ୧୫ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ କେନ୍ଦ୍ରାପଡା ବ୍ଲକରେ ୫ଜଣ, ମହାକାଳପଡା ବ୍ଲକରେ ୨ଜଣ, ମାର୍ଶାଘାଇ ବ୍ଲକରେ ଜଣେ, ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ୫ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ