କେନ୍ଦ୍ରାପଡା ଜିଲାରେ ଆଜି ୩୬କରୋନା ପଜିଟିଭ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : ଶନିବାର ୩୬ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ୮ଜଣ ଗରଦପୁର ବ୍ଲକରେ ୨ଜଣ, କେନ୍ଦ୍ରାପଡା ବ୍ଲକରେ ୧୧, ମହାକାଳପଡା ବ୍ଲକରେ ଜଣେ, ମାର୍ଶାଘାଇ ବ୍ଲକରେ ୩ଜଣ, ପଟ୍ଟାମୁଣ୍ଡାଇ ବ୍ଲକରେ ୫ଜଣ, ରାଜନଗର ବ୍ଲକରେ ଜଣେ କେନ୍ଦ୍ରାପଡା ପୈାରାଞ୍ଚଳରେ ୪ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।


