କେନ୍ଦ୍ରାପଡା ଜିଲାରେ ଆଜି ୩୧କରୋନା ପଜିଟିଭ

କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ): କେନ୍ଦ୍ରାପଡା ଜିଲ୍ଲାରେ ଶନିବାର ୩୧ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶି ବ୍ଲକରେ ୪ଜଣ, ଗରଦପୁର ବ୍ଲକରେ ୨ଜଣ, କେନ୍ଦ୍ରାପଡା ବ୍ଲକରେ ୯ଜଣ, ମାର୍ଶାଘାଇ ବ୍ଲକରେ ୬ଜଣ ଓ ପଟ୍ଟାମୁଣ୍ଡାଇ ବ୍ଲକରେ ୨ଜଣ, ରାଜକନିକା ବ୍ଲକରେ ୪ଜଣ, କେନ୍ଦ୍ରାପଡା ପୈାରାଞ୍ଚଳରେ ୨ଜଣ ଓ ଅନ୍ୟ ଜିଲ୍ଲାର ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ