କେନ୍ଦ୍ରାପଡା ଜିଲାରେ ଆଜି ୪୨କରୋନା ପଜିଟିଭ

କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ): କେନ୍ଦ୍ରାପଡା ଜିଲ୍ଲାରେ ଗୁରୁବାର ୪୨ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ୪ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ଜଣେ, ଗରଦପୁର ବ୍ଲକରେ ୬ଜଣ, କେନ୍ଦ୍ରାପଡା ବ୍ଲକରେ ୧୩, ମହାକାଳପଡା ବ୍ଲକରେ ୭ଜଣ, ମାର୍ଶାଘାଇ ବ୍ଲକରେ ୩ଜଣ, ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ, ରାଜନଗର ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ୬ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ