କେନ୍ଦ୍ରାପଡା ଜିଲାରେ ଆଜି ୭୭କରୋନା ପଜିଟିଭ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : ଜିଲ୍ଲାରେ ଶୁକ୍ରବାର ୭୭ ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ୬ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ୯, ଗରଦପୁର ବ୍ଲକରେ ୪, କେନ୍ଦ୍ରାପଡା ବ୍ଲକରେ ୧୪, ମହାକାଳପଡା ବ୍ଲକରେ ୩, ମାର୍ଶାଘାଇ ବ୍ଲକରେ ୮ ,ପଟ୍ଟାମୁଣ୍ଡାଇ ବ୍ଲକରେ ୧୭, ରାଜକନିକା ବ୍ଲକରେ ୫, ରାଜନଗର ବ୍ଲକରେ ୬ଜଣ, କେନ୍ଦ୍ରାପଡା ପୈାରାଞ୍ଚଳର ୩ ଜଣ ଓ ଅନ୍ୟ ଜିଲ୍ଲାର ୨ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ