କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୧୯ଜଣ କରୋନା ପଜିଟିଭ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :-କେନ୍ଦ୍ରାପଡା ଜିଲ୍ଲାରେ ବୁଧବାର ୧୧୯ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ୮ଜଣ, ଡେରାବିଶ ବ୍ଲକରେ ୧୫ଜଣ, ଗରଦପୁର ବ୍ଲକରେ ୨ଜଣ, କେନ୍ଦ୍ରାପଡା ବ୍ଲକରେ ୪୨ଜଣ, ମହାକାଳପଡା ବ୍ଲକରେ ୮ଜଣ, ମାର୍ଶାଘାଇ ବ୍ଲକରେ ୪ଜଣ, ପଟ୍ଟାମୁଣ୍ଡାଇ ବ୍ଲକରେ ୧୨ଜଣ, ରାଜକନିକା ବ୍ଲକରେ ୧୭ଜଣ, ରାଜନଗର ବ୍ଲକରେ ୮ଜଣ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ୩ଜଣ କରୋନା ପଜିଟିଭ କେଶ ବାହାରିଥିବା ସୂଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ