କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୦କରୋନା ପଜିଟିଭ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : ଜିଲ୍ଲାରେ ଶୁକ୍ରବାର ୧୦ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଡେରାବିଶ ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ କେନ୍ଦ୍ରାପଡା ବ୍ଲକରେ ୭ଜଣ ଓ ମହାକାଳପଡା ବ୍ଲକରେ ୨ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।


