କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୨କରୋନା ପଜିଟିଭ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : ଜିଲ୍ଲାରେ ରବିବାର ୧୨ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଡେରାବିଶ ବ୍ଲକରେ ୩ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ ମହାକାଳପଡା ବ୍ଲକରେ ଜଣେ, ମାର୍ଶାଘାଇ ବ୍ଲକରେ ୨ଜଣ, ରାଜକନିକା ବ୍ଲକରେ ଜଣେ, ରାଜନଗର ବ୍ଲକରେ ୨ଜଣ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ୩ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ