କେନ୍ଦ୍ରାପଡା ଜିଲ୍ଲାରେ ଆଜି ୩କରୋନା ପଜିଟିଭ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :କେନ୍ଦ୍ରାପଡା ଜିଲ୍ଲାରେ ଶୁକ୍ରବାର ୩ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଡେରାବିଶ ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ କେନ୍ଦ୍ରାପଡା ବ୍ଲକରେ ଜଣେ ଓ ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।