କେନ୍ଦ୍ରାପଡା ଜିଲ୍ଲାରେ ଆଜି ୪କରୋନା ପଜିଟିଭ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲାରେ ମଙ୍ଗଳବାର ୪ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ କେନ୍ଦ୍ରାପଡା ବ୍ଲକରେ ୩ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ କେନ୍ଦ୍ରାପଡା ପୈାରାଞ୍ଚଳରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ