କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୧କରୋନା ପଜିଟିଭ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲାରେ ଗୁରୁବାର ୧୧ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ଜଣେ, କେନ୍ଦ୍ରାପଡା ବ୍ଲକରେ ୨ଜଣ, ମହାକାଳପଡା ବ୍ଲକରେ ଜଣେ, ମାର୍ଶାଘାଇ ବ୍ଲକରେ ଜଣେ, ପଟ୍ଟାମୁଣ୍ଡାଇ ବ୍ଲକରେ ୩ଜଣ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ୨ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ