କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୦କରୋନା ପଜିଟିଭ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲାରେ ରବିବାର୧୦ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ୨ଜଣ, କେନ୍ଦ୍ରାପଡା ବ୍ଲକରେ ୪ଜଣ, ମହାକାଳପଡା ବ୍ଲକରେ ଜଣେ, ରାଜକନିକା ବ୍ଲକରେ ଜଣେ ଓ ରାଜନଗର ବ୍ଲକରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।


