କେନ୍ଦ୍ରାପଡା ଜିଲ୍ଲାରେ ଆଜି ୫କରୋନା ପଜିଟିଭ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲାରେ ଶନିବାର ୫ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ କେନ୍ଦ୍ରାପଡା ବ୍ଲକରେ ୨ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ ମହାକାଳପଡା ବ୍ଲକରେ ଜଣେ, ମାର୍ଶାଘାଇ ବ୍ଲକରେ ଜଣେ ଓ ରାଜକନିକା ବ୍ଲକରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ