କୋଟଗଡ ଅଞ୍ଚଳ ୭ଦିନ ସଟଡାଉନ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଅଞ୍ଚଳକୁ 20 ତାରିଖ ଠାରୁ 25 ତାରିଖ ପର୍ଯ୍ୟନ୍ତ ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି ୭ଦିନ ପାଇଁ ସଟଡାଉନ ଘୋଷଣା କରିଛନ୍ତି। ସରପଞ୍ଚ ସ୍ୱେତଲୀନା ସୁକାମାଝୀ ଏନେଇ ଜିଲ୍ଲାପାଳ, ଉପଜିଲ୍ଲାପାଳ, ବିଡିଓ, ଥାନାଅଧିକାରୀ, ଗୋଷ୍ଠୀ ଚିକିତ୍ସାଧିକାରୀ ଏବଂ ତହସିଲଦାରଙ୍କ ସମେତ ଅନ୍ୟମାନଙ୍କୁ ଚିଠି ମାଧ୍ୟମରେ ଅବଗତ କରାଇଛନ୍ତି। ଏଥିସହିତ ସୋମବାର ଦିନ କୋଟଗଡ଼ ଅଞ୍ଚଳକୁ ମଧ୍ୟ ଅଗ୍ନିଶମ ବିଭାଗ ଦ୍ୱାରା ସାନିଟାଇଜ କରାଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ