କୋଭିଡ୍‌-୧୯ : ନିଟ୍‌ ପରୀକ୍ଷା ସ୍ଥଗିତ ରଖିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : କରୋନା ଭାଇରସ୍‌ କାରଣରୁ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା (ନିଟ୍‌) ସ୍ଥଗିତ ରଖିବାର ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଶୁକ୍ରବାର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି । ଆସନ୍ତା ମେ ୩ ତାରିଖରେ ନିଟ୍‌ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଥିଲା । ବର୍ତ୍ତମାନ ଦେଶରେ ୨୧ ଦିନ ବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବାବେଳେ ଶୁକ୍ରବାର ସରକାରଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ