ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ କମିଶନରଙ୍କ ତାଗିଦ
ଭୁବନେଶ୍ୱର, (ସମୀର ରଞ୍ଜନ ନାୟକ):ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ବନ୍ଦ୍ । ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ କମିଶନରଙ୍କ ତାଗିଦ । ଐତିହାସିକ ପରମ୍ପରା ମର୍ଯ୍ୟାଦା ଭିତରେ ଯାତ୍ରା ପରିବେଷଣ ପାଇଁ ନିର୍ଦ୍ଦେଶ । ନିୟମ ଉଲ୍ଲଘଂନ କଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ଗାଇଡଲାଇନ ଅନୁସାରେ ପରିବେଷଣ ପାଇଁ ସବୁ ଯାତ୍ରା କମିଟିଙ୍କୁ ଅବଗତ କରାଯାଇଥିବା କହିଛନ୍ତି BMC କମିଶନର ରାଜେଶ ପ୍ରଭାକାର ପାଟିଲ lଗାଇଡଲାଇନ ଅନୁସାରେ ପରିବେଷଣ ପାଇଁ ସବୁ ଯାତ୍ରା କମିଟିଙ୍କୁ ଅବଗତ କରାଯାଇଛି । ଯଦି କେହି ନିୟମ ଉଲ୍ଲଘଂନ କରନ୍ତି ତେବେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କମିଶନର କହିଛନ୍ତି ।ସେହିପରି, ସ୍ୱଚ୍ଛ ପରିମଳ ବ୍ୟବସ୍ଥା ଉପରେ ବିଏମସି ଫୋକସ କରିଛି । ସ୍ଥାୟୀ ଆଲୋକୀକରଣ, ପାନୀୟଜଳ ଓ ମୋବାଇଲ ଟଏଲେଟକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ପରିବେଶ ସଫା ସୁତାର ରହିବ, ସେଥି ପ୍ରତି ଜନସାଧାରଣ ଯତ୍ନବାନ ରୁହନ୍ତୁ । ପାଞ୍ଚକୁଣ୍ଡର ଖୁବ ଶୀଘ୍ର ହେବ ପୁନର ଉଦ୍ଧାର । ୧୦୦ ମିଟର ବ୍ୟବଧାନରେ ନିୟୋଜିତ ହେବେ ଜଣେ ଲେଖାଏଁ ସ୍ୱାସ୍ଥ୍ୟକର୍ମୀ ବୋଲି ବିଏମସି କମିଶନର ରଜେଶ ପ୍ରଭାକର ପାଟିଲ କହିଛନ୍ତି ।ଗାଇଡଲାଇନ ଅନୁସାରେ ପରିବେଷଣ ପାଇଁ ସବୁ ଯାତ୍ରା କମିଟିଙ୍କୁ ଅବଗତ କରାଯାଇଛି । ଯଦି କେହି ନିୟମ ଉଲ୍ଲଘଂନ କରନ୍ତି ତେବେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କମିଶନର କହିଛନ୍ତି ।ସେହିପରି, ସ୍ୱଚ୍ଛ ପରିମଳ ବ୍ୟବସ୍ଥା ଉପରେ ବିଏମସି ଫୋକସ କରିଛି । ସ୍ଥାୟୀ ଆଲୋକୀକରଣ, ପାନୀୟଜଳ ଓ ମୋବାଇଲ ଟଏଲେଟକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ପରିବେଶ ସଫା ସୁତାର ରହିବ, ସେଥି ପ୍ରତି ଜନସାଧାରଣ ଯତ୍ନବାନ ରୁହନ୍ତୁ । ପାଞ୍ଚକୁଣ୍ଡର ଖୁବ ଶୀଘ୍ର ହେବ ପୁନର ଉଦ୍ଧାର । ୧୦୦ ମିଟର ବ୍ୟବଧାନରେ ନିୟୋଜିତ ହେବେ ଜଣେ ଲେଖାଏଁ ସ୍ୱାସ୍ଥ୍ୟକର୍ମୀ ବୋଲି ବିଏମସି କମିଶନର ରଜେଶ ପ୍ରଭାକର ପାଟିଲ କହିଛନ୍ତି ।