ଖବରକାଗଜ ହକରଙ୍କ ପିତୃ ବିୟୋଗ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ଖବରକାଗଜ ହକର ବିଜୟ କୁମାର ସେଠୀଙ୍କ ପିତା ତଥା ବସପୁର ପଞ୍ଚାୟତର ବସପୁର – ନାନକାର ଗ୍ରାମର ଶ୍ରୀଧର ସେଠୀଙ୍କର ୧୦୮ବର୍ଷ ବୟସରେ ବାର୍ଦ୍ଧକ୍ୟ ଜନିତ ରୋଗରେ ପରଲୋକ ହୋଇଯାଇଛି । ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କ ସେଷକୃତ୍ୟ ସମ୍ପନ୍ନ ହୋଇଥିବା ବେଳେ ପୁତ୍ର ବିଜୟ ମୁଖାଗ୍ନି ଦେଇଥିଲେ । ସେ ଜଣେ ମିଷ୍ଟଭାଷି, ପରୋପକାରୀ ଓ ଧର୍ମ ପରାୟଣ ବ୍ୟକ୍ତି ଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।