ଖେଲୋ ଇଣ୍ଡିଆ ଗେମ୍ସ ଉଦ୍‌ଘାଟନ କଲେ ମୋଦି

କଟକ : ଖେଲୋ ଇଣ୍ଡିଆ ବିଶ୍ବବିଦ୍ୟାଳୟ ଗେମ୍ସକୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକରେ ଅନୁଷ୍ଠିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ପ୍ରଥମ ଥର ପାଇଁ ଅନୁଷ୍ଠିତ ହେଉଥିବା ଏହି ଟୁର୍ଣ୍ଣାମେଣ୍ଟରେ ୧୫୯ଟି ବିଶ୍ବ ବିଦ୍ୟାଳୟର ୩୪୦୦ ପ୍ରତିଯୋଗୀ ଅଂଶଗ୍ରହଣ କରିବାକୁ ଯାଉଛନ୍ତି । ସମୁଦାୟ ୧୭ଟି କ୍ରୀଡା ବର୍ଗକୁ ଏହି ବିଶ୍ବବିଦ୍ୟାଳୟ ଗେମ୍‌ରେ ସାମିଲ୍‌ କରାଯାଇଛି । ଏହି ଇଭେଣ୍ଟରେ ଦୁଇ ଜଣ ଓଡିଆ ଆଥ୍‌ଲେଟ୍‌ ଦୂତୀ ଚାନ୍ଦ ଓ ଋତୁପର୍ଣ୍ଣା ପଣ୍ଡା ଅଂଶଗ୍ରହଣ କରୁଛନ୍ତି । ଦୂତି ଏହି ଇଭେଣ୍ଟ ଜରିଆରେ ଅଲମ୍ପିକ୍ସ ଯୋଗ୍ୟତା ହାସଲ ଲାଗି ଉଦ୍ୟମ କରିବେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ