ଗଜପତିରେ ଆଜି ୨୨ ଆକ୍ରାନ୍ତ ଚିହ୍ନଟ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲାରେ ଆଜି ମଙ୍ଗଳବାର ଦିନ ଜିଲ୍ଲାରେ ମୋଟ ୧୨୪୦ ଜଣଙ୍କ କୋରନା ଟେଷ୍ଟ କରାଯାଇଥିବା ବେଳେ ଏଥି ମଧ୍ୟରୁ ୨୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୨୨ଜଣ ପୋଜିଟିଭ୍ ଚିହ୍ନଟ ମଧ୍ୟରେ ପ୍ରାୟତଃ ଗୋଷାଣୀ ବ୍ଲକରୁ ୨୦ଜଣ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁମ୍ମା ବ୍ଲକରୁ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାର ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ପ୍ରେସ୍ ବିବୃତ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ