ଗଜପତିରେ କରୋନା ସଂକ୍ରମଣ;କେବଳ ପାରଳାରେ ଆଜି ୬ଜଣ ପଜିଟିଭ୍ ଚିହ୍ନଟ

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା):ଗଜପତିରେ କରୋନା ସଂକ୍ରମଣ ଗତ କିଛି ଦିନ ଧରି କମିବାରେ ଲାଗିଛି ହେଲେ ଆଜି ଜିଲ୍ଲା ମହକୁମା ପାରଳାଖେମୁଣ୍ଡି ସହରରେ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୬ଜଣକୁ ମିଶାଇ ସଂଖ୍ୟା ୩୮୭୫ରେ ପହଞ୍ଚିଛି ।ଏମାନଙ୍କୁ କୋଭିଡ୍ ଡାକ୍ତରଖାନା ଓ ଘରୋଇ ଏକାନ୍ତବାସରେ ରହିଥିବାର ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଅନୁପମ ସାହା ଏହା ପ୍ରେସ୍ ବାର୍ତ୍ତା ମାଧ୍ୟମରେ ସୁଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ