ଗଜପତିରେ ପୁଣି କରୋନା ବଢିଲା, ଆଜି ୧୪ ପଜିଟିଭ୍ ଚିହ୍ନଟ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲାରେ ପୁଣି କରୋନା ସଂକ୍ରମଣ ବଢିବାରେ ଲାଗିଛି । ଆଜି ଗୋଟିଏ ଦିନରେ ୧୪ଜଣ ପୋଜିଟିଭ୍ ଚିହ୍ନଟ ହୋଇଛନ୍ତି । ପାରଳାଖେମୁଣ୍ଡି ସହରରେ ୭ଜଣ, ଆର୍‌.ଉଦୟଗିରି ବ୍ଲକରେ ୫, ମୋହନା ବ୍ଲକରେ ଜଣେ ଏବଂ ଆନ୍ଧ୍ରରୁ ଏଠାକୁ ଆସୁଥିବା ଜଣେ ବ୍ୟକ୍ତିଙ୍କୁ ମିଶାଇ ମୋଟ ୧୪ଜଣ ଆଜି ସଂକ୍ରମଣ ହୋଇଥିବା ଗଜପତି ଜିଲ୍ଲାପାଳ ଅନୁପମ ସାହା ଏକ ପ୍ରେସ୍ ବିବୃତ୍ତି ମାଧ୍ୟମରେ ସୂଚନା ଦେଇଚନ୍ତି । ଏହି ସମସ୍ତ ସଂକ୍ରମିତ ନିଜ ନିଜର ଘରୋ ସଂଘରୋଧ ଭାବେ ରହି ଚିକିତ୍ସିତ ହେଉଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ