ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରଶାସନ ପକ୍ଷରୁ ରାତ୍ରି କର୍ଫୁ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ପକ୍ଷରୁ ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ ରବିବାର ଠାରୁ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ କେନ୍ଦ୍ରାପଡା ପୈାରାଞ୍ଚଳରେ ରାତ୍ରିକାଳୀନ କର୍ଫୁ ଜାରି କରାଯାଇଛି । ଏହା ଆସନ୍ତା ନଭେମ୍ବରମାସ ପହିଲା ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।


