ଗଞ୍ଜାମ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ସ୍ୱାଧୀନତା ଦିବସ ପାଳିତ
ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):୭୮ ତମ ସ୍ୱାଧିନତା ଦିବସ ଉପଲକ୍ଷେ ସ୍ଥାନୀୟ ଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଦେବବ୍ରତ ସାହୁ, ଡ଼ଃ ପ୍ରମୋଦ କୁମାର ପୃଷ୍ଟି ଓ ସୁଧାଂଶୁ କୁମାର ଭୋଇ ଙ୍କ ସମେତ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ।


