ଗଣିଜାଙ୍ଗରେ ହନୁମାନଙ୍କ ବାର୍ଷିକ ଉତ୍ସବ

ବନ୍ତ,(ଯୁଗାଦ୍ଧ ନ୍ୟୁଜ୍) : ବନ୍ତ ବ୍ଲକ ଗଣିଜାଙ୍ଗ ବଜାର ମଳିକ ସାହି ଠାରେ ଶ୍ରୀ ଶ୍ରୀ ହନୁମାନଙ୍କ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଶାସନ ପୁଷ୍କରିଣୀରୁ କଳସ ଅଣାଯାଇ ଘଟ ସ୍ଥାପନା ପୂର୍ବକ ପୂଜା କାର୍ଯ୍ୟ ଆରମ୍ଭ ହୋଇଥିଲା । ପୂଜାରେ ପଣ୍ଡିତ ବିଷ୍ଣୁ ଚରଣ ପଣ୍ଡା, ଗୋବିନ୍ଦ ଚନ୍ଦ୍ର ମିଶ୍ର, ରାମ ଚନ୍ଦ୍ର ପାଣିଗ୍ରାହୀ ପ୍ରମୁଖ ପୂଜା କାର୍ଯ୍ୟ ତୁଲାଇଥିଲେ । ଏହି ପୂଜା ଉତ୍ସବରେ ଭଦ୍ରକ ସାଂସଦ ଅର୍ଜ୍ଜୁନ ଚରଣ ସେଠୀ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ