ଗାରାବନ୍ଧରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ଗାରାବନ୍ଧ ଅଞ୍ଚଳରେ ଆଜି ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ଜିଲ୍ଲା ବିଜେଡ଼ି ସଭାପତି ଜଗବନ୍ଧୁ ଦାସ, ରାଜ୍ୟ ବିଜେଡ଼ି ସମ୍ପାଦକ ବସନ୍ତ ଦାସ, ପ୍ରଦୀପ ନାୟକ, ଜିଲ୍ଲା ବିଜେଡି ଯୁବ ସଭାପତି ଏସ. ଲିଙ୍ଗରାଜ, ବରିଷ୍ଠ ବିଜେଡି ନେତା ଜନାର୍ଦନା ରାଓ, ଜମାଦାର ପଟ୍ଟନାୟକ ସମେତ ବହୁ ନେତା ଓ କର୍ମୀ ଯୋଗଦେଇ ଗାରାବନ୍ଧ ଅଞ୍ଚଳର ବିଭିନ୍ନ ଗ୍ରାମରେ ନବୀନ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ନେଇ ଜନ ସାଧାରଣଙ୍କୁ ସଚେତନତା କରାଯାଇ ପଦଯାତ୍ରା କରାଯାଇଥିଲା.

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ