ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ କରୋନା ପଜିଟିଭ

ଭୁବନେଶ୍ୱର,(ଓ୍ବାଇଏନ୍ଏସ୍) : ସୋମବାର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ କରୋନା ପଜିଟିଭ ଭାବେ ଚିହ୍ନଟ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି।ସେ ଗତ ୭ ଦିନ ଧରି ଯାହା ସହ ମିଶିଛନ୍ତି ସମସ୍ତେ କୋରନା ଟେଷ୍ଟ କରାଇବା ସହ ସଂଘରୋଧ ରେ ରହିବା ପାଇଁ ଅନୁରୋଧ କରିଛନ୍ତି |

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ