ଚର୍ବି ନିୟନ୍ତ୍ରଣ କରେ କାଜୁ

ଡ୍ରାଏଫୁଡ଼ ତାଲିକାରେ ସର୍ବ ପ୍ରଥମେ ରହିଥାଏ କାଜୁ। ଏଥିରେ ଭରପୁର ମାତ୍ରାର ପ୍ରୋଟିନ, ଆଇରନ, ଫାଇବର, ମ୍ୟାଗ୍ନେସିୟମ, ଆଣ୍ଟି-ଅକ୍ସିଡ଼େଣ୍ଟ ଏବଂ ମିନେରାଲ ଆଦି ରହିଥାଏ। ଏହାର ସେବନ ଶରୀର ପ୍ରତି ଲାଭଦାୟକ ହୋଇଥାଏ। ଦିନକୁ ୨-୩ଟି କାଜୁ ଖାଇଲେ ଶରୀରରେ ଶକ୍ତି ବଢିଥାଏ। ଏଥିରେ ପ୍ରଚୁର ପରିମାଣରେ ପ୍ରୋଟିନ ଥିବାରୁ କେଶ ଏବଂ ତ୍ୱଚା ପାଇଁ ଉତ୍ତମ ରହିଥାଏ। କାଜୁ ଖାଇଲେ ଶରୀରର ଚର୍ବି ନିୟନ୍ତ୍ରିତ ରହିଥାଏ। ହଜମ ପ୍ରକ୍ରିୟାରେ ମଧ୍ୟ ସହାୟକ ହୁଏ କାଜୁ। ଏହାସହ କାଜୁ ହାଡ ମଜଭୁତ କରିବା ସହ ସ୍ମରଣ ଶକ୍ତି ବୃଦ୍ଧି କରିଥାଏ। ପ୍ରତିଦିନ କାଜୁ ଖାଇଲେ ତ୍ୱଚା ଉଜ୍ଜ୍ବଳ ହୋଇଥାଏ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ