ଚାଷଜମି ରୁ ଯୁବକ ର ଝୁଲନ୍ତା ମୃତଦେହ ଉଦ୍ଧାର

କଳାହାଣ୍ଡି:କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ମହିମା ଗ୍ରାମରେ ଏକ ଯୁବକ ର ଝୁଲନ୍ତା ମୃତଦେହ ଚାଷ ଜମି ରେ ଥିବା ଏକ ଗଛରେ ଠାବ ହୋଇଛି, ମୃତ ଯୁବକ ଜଣକ ହେଉଛନ୍ତି ସେହି ଗ୍ରାମର ଉଦେ ମାଝୀ ତେବେ ସେ କାହିଁକି ଆତ୍ମହତ୍ୟା କରିଛନ୍ତି ନା ଅନ୍ୟ କୌଣସି କାରଣ ଅଛି ତାହା ସ୍ପଷ୍ଟ ହୋଇନାହିଁ, ଘଟଣା ସ୍ଥଳ ରେ ଆମପାଣି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ