ଛତ୍ରପୁର ଉପଜିଲ୍ଲାପାଳ ଓ ଇଓ ଙ୍କୁ ରାଧେଶ୍ୟାମ ଫାଉଣ୍ଡେସନ ପକ୍ଷରୁ ନୂତନ ବର୍ଷ ଶୁଭେଚ୍ଛା

ଛତ୍ରପୁର, (ଦେବଦତ୍ତ ମହାରଣା):ଛତ୍ରପୁର ର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠା ରାଧେଶ୍ୟାମ ଫାଉଣ୍ଡେସନ ଏଣ୍ଡ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଭିନ୍ନ ପ୍ରଶାସନିକ ଅଧିକାରୀ ମାନଙ୍କୁ ନୂତନ ବର୍ଷ ଶୁଭେଚ୍ଛା ପ୍ରଦାନ କରାଯାଇଛି । ଟ୍ରଷ୍ଟ ର ସଭାପତି ତଥା ୧୦ନଂ ୱାର୍ଡ କାଉନସିଲର ଦେବାଶିଷ ମିଶ୍ର , ଉପସଭାପତି ଅଟ୍ଟଳ ବିହାରୀ ପଟ୍ଟନାୟକ ଓ ସମ୍ପାଦିକା ଝିଳାବାଳା ରାଉତ ମଙ୍ଗଳବାର ଛତ୍ରପୁର ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାତ୍ର , ଛତ୍ରପୁର ଏନଏସି କାର୍ଯ୍ୟନିର୍ବହୀ ଅଧିକାରୀ ଉମାକାନ୍ତ ନାୟକ ଓ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀ ମାନଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରି ଫୁଲ ତୋଡା ଦେଇ ନବ ବର୍ଷର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ