ଛତ୍ରପୁର ଠାରେ ଦିବ୍ୟାଙ୍ଗଜନ ସମାଧାନ  ଶୁଣାଣି

ଛତ୍ରପୁର, (ଦେବଦତ୍ତ ମହାରଣା) :-ସ୍ଥାନୀୟ ଜଉଗଡ଼ ସମ୍ମିଳନୀ କକ୍ଷ ଠାରେ ଛତ୍ରପୁର ବ୍ଲକ ଓ ଉପଖଣ୍ଡ ର ଦିବ୍ୟାଙ୍ଗଜନ ସମାଧାନ  ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ସାଧାରଣ )ଲୀନା କୁମାରୀ ଖେସ ଉପସ୍ଥିତ ରହି ବିଭିନ୍ନ ଅଂଚଳ ରୁ ଆସିଥିବା ଦିବ୍ୟାଙ୍ଗ ମାନଙ୍କ ଅଭିଯୋଗ ଗୁଡିକ ଶୁଣାଣି କରି ଆସୁ ସମାଧାନ ନିମନ୍ତେ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ l ଏହି ଶୁଣାଣି କାର୍ଯ୍ୟକ୍ରମ ରେ ଛତ୍ରପୁର ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରିଣୀ ପି. ପଦ୍ମା ଓ ଛତ୍ରପୁର ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ରାଜେନ୍ଦ୍ର କୁମାର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ l
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ