ଛତ୍ରପୁର ସିପିଆଇ କାର୍ଯ୍ୟାଳୟରେ ସ୍ୱାଧୀନତା ଦିବସ ପାଳନ

ଛତ୍ରପୁର, (ଓ୍ବାଇଏନ୍ଏସ୍):ଛତ୍ରପୁର ସ୍ଥିତ ସିପିଆଇ ପାର୍ଟିର କାର୍ଯ୍ୟାଳୟରେ ୭୪ତମ ସ୍ୱାଧୀନତା ଦିବସ ଅବସରରେ ଯୁବ ଆଇନଜିବୀ ତଥା ଛତ୍ରପୁର ଜୋନାଲ ସହ-ସଂପାଦକ ଡି.ଆଦିନାରାୟଣ ରେଡ୍ଡୀ ଜାତୀୟ ପତାକା ଉତ୍ତୋଳନ କରିଥିଲେ।ଏଥିରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ଏନ୍‌.ନାରାୟଣ ରେଡ୍ଡୀ, ସିପିଆଇ ପାର୍ଟିର ଜିଲ୍ଲା ସହ-ସଂପାଦକ ନୀଳକଣ୍ଠ ଦାଶ, ଛତ୍ରପୁର ଜୋନାଲ ସଂପାଦକ ଏସ.କ୍ରିଷ୍ଣା ରେଡ୍ଡୀ ଓ ପ୍ରଫୁଲ କୁମାର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିର ରହି ଏହି ଦିବସ ଉପରେ ଆଲୋକପାତ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ