ଜଣେ ମହିଳାଙ୍କୁ ବିବାହ କରିବା ଅପରାଧ

ଦୁନିଆରେ ଏମିତି ସ୍ଥାନ ରହିଛି ଯେଉଁଠାରେ ବିଚିତ୍ର ଆଇନ ପ୍ରଚଳିତ । ଏଠାରେ ଜଣେ ମହିଳାଙ୍କୁ ବିବାହ କରିବା ଆଇନ ଅନୁସାରେ ଅପରାଧ । ଇରିଟ୍ରିୟାରେ ପୁରୁଷମାନଙ୍କ ପାଇଁ ଦୁଇଟି ବିବାହ କରିବା ବାଧ୍ୟତାମୂଳକ କରାଯାଇଛି । ପୁରୁଷମାନେ ଗୋଟିଏ ବିବାହ କରିବା ଏଠାକାର ଆଇନ ଅନୁସାରେ ଅପରାଧ । ସେଥିପାଇଁ ଇଚ୍ଛା ନ ଥିଲେ ମଧ୍ୟ ପୁରୁଷମାନଙ୍କୁ ଏକରୁ ଅଧିକ ବିବାହ କରିବାକୁ ପଡ଼ିଥାଏ । ଦେଶର ଆଇନ ଅନୁସାରେ ଯଦି କୌଣସି ବ୍ୟକ୍ତିଙ୍କ ପ୍ରଥମ ପତ୍ନୀ ଏବଂ ଦ୍ୱିତୀୟ ପତ୍ନୀଙ୍କ ମଧ୍ୟରେ ସମସ୍ୟା ଦେଖାଦିଏ ତେବେ ଉଭୟଙ୍କୁ ଜେଲ୍ ଦଣ୍ଡାଦେଶ କରାଯାଏ । ଅପରପକ୍ଷରେ ଯଦି କୌଣସି ପୁରୁଷ ଏକାଧିକ ମହିଳାଙ୍କୁ ବିବାହ ପାଇଁ ଅନିଚ୍ଛା ପ୍ରକାଶ କରନ୍ତି ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଥାଏ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ