ଜିଲାପାଳମାନଙ୍କୁ ମାର୍ଗଦର୍ଶନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଶୁକ୍ରବାର ଭୁବନେଶ୍ୱର ଲୋକ ସେବା ଭବନରେ ଆୟୋଜିତ ଆଇଏଏସ୍ ସମ୍ମିଳନୀରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି । ସାଢ଼େ ଚାରି କୋଟି ଓଡ଼ିଶାବାସୀ ମୋ ପରିବାର ସେମାନଙ୍କ ଜୀବନଧାରଣର ମାନରେ ପରିବର୍ତ୍ତନ ଆଣିବା ଲାଗି କାମ କରିବା ଉଚିତ । ଆମ ସରକାର ଉପରେ ଜନସାଧାରଣଙ୍କ ଅତୁଟ ଆଶା ଓ ବିଶ୍ୱାସ ରହିଛି । ସାଢ଼େ ଚାରି କୋଟି ଓଡ଼ିଶାବାସୀ ମୋ ପରିବାର । ସେମାନଙ୍କ ଜୀବନଧାରଣର ମାନରେ ପରିବର୍ତ୍ତନ ଆଣିବା ଲାଗି କାମ କରିବା ଉଚିତ । ଆମ ସରକାର ଉପରେ ଜନସାଧାରଣଙ୍କ ଅତୁଟ ଆଶା ଓ ବିଶ୍ୱାସ ରହିଛି । ଆମର ପ୍ରମୁଖ କର୍ତ୍ତବ୍ୟ ହେବା ଉଚିତ । ଲୋକମାନେ ହିଁ ଗଣତନ୍ତ୍ରର ଆତ୍ମା । ସରକାରୀ କାର‌୍ୟ୍ୟାଳୟକୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ମର‌୍ୟ୍ୟାଦା ଦିଅନ୍ତୁ ବୋଲି ସେ କହିଥିଲେ । ଏଥିସହ ଉପସ୍ଥିତ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଶପଥ ପାଠ କରାଇବା ସହ କିଛି ଯୁଗାନ୍ତକାରୀ ଆଇଡିଆ ଦେବାକୁ ଆହ୍ବାନ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ