କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):ଗରାପୁରସ୍ଥିତ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ସନ୍ନିକଟ ଜିଲ୍ଲା ଜରୁରୀ ବିଭାଗରେ ଜନୈକ କର୍ମଚାରୀ କରୋନା ପଜିଟିଭ ବାହାରିବା ପରେ ସେହି କାର୍ଯ୍ୟାଳୟକୁ ସାନିଟାଇଜ କରାଯାଇଛି । ସେହି କର୍ମଚାରୀ ଜଣଙ୍କ ୭ଦିନଧରି ହୋମ ଆଇସୋଲେସନରେ ଥିଲେ ବୋଲି ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ମହାପାତ୍ର ସୂଚନା ଦେଇଛନ୍ତି ।