ଜିଲ୍ଲାପାଳଙ୍କ କାର୍ଯୟାଳୟର ଅବସରପ୍ରାପ୍ତ କର୍ମଚାରୀଙ୍କ ପରଲୋକ

କେନ୍ଦ୍ରାପଡା – କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯୟାଳୟର ଅବସରପ୍ରାପ୍ତ ବରିଷ୍ଠ କିରାଣୀ ଗୈାର କିଶୋର ଦାସଙ୍କର ଗତ ଶନିବାର ୭୮ବର୍ଷ ବୟସରେ କପାଳେଶ୍ୱରସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ତାଙ୍କ ମୃତ୍ୟୁ ଖବରପାଇ ସ୍ଥାନୀୟ ଅଚଂଳରେ ଗଭୀର ଶୋକ ପ୍ରକାଶ ପାଇଛି । ପୁରୀ ସୂର୍ଗ ଦ୍ୱାର ଠାରେ ସୂର୍ଗତ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିବା ବେଳେ ଜ୍ୟେଷ୍ଠପୁତ୍ର କାମିନି ମୁଖାଗ୍ନି ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ