ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ.

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ଠାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାର ବିଭିନ୍ନ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟ ଏବଂ ଏହାର ସୁପରିଚାଳନା ନିମନ୍ତେ ଏହି ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏଥିରେ କନ୍ଧମାଳ ସାଂସଦ ଡ. ଅଚ୍ୟୁତାନନ୍ଦ ସାମନ୍ତ, ଜିଲ୍ଲାପାଳ ଡ. ବୃନ୍ଦା ଡି., ପ୍ରକଳ୍ପ ଅଧିକାରୀ ବିଶ୍ୱନାଥ ବାରିକ୍ ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ପ୍ରତିକ ସିଂ ଙ୍କ ସମେତ ଅନ୍ୟ ସମସ୍ତ ପଦାଧିକାରୀ ମାନେ ବୈଠକ ରେ ଅଂଶ ଗ୍ରହଣ କରି ନିଜନିଜ ର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ