ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଙ୍କୁ ଛତ୍ରପୁର ଠାରେ ସ୍ୱାଗତ ସମ୍ବର୍ଧନା

ଛତ୍ରପୁର, (ଦେବଦତ୍ତ ମହାରଣା):ବ୍ରହ୍ମପୁର ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ବିକ୍ରମ କୁମାର ପଣ୍ଡା ଙ୍କୁ ବୁଧବାର ସନ୍ଧ୍ୟା ରେ ଛତ୍ରପୁର ଠାରେ ସ୍ୱାଗତ ସମ୍ବର୍ଧନା ପ୍ରଦାନ କରାଯାଇଛି, ସ୍ଥାନୀୟ ସର୍କିଟହାଉସ ଠାରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଛତ୍ରପୁର ଏନଏସି ଉପାଧ୍ୟକ୍ଷ ଜି ପାପା ରାଓ, କାଉନସିଲର ଦେବାଶିଷ ମିଶ୍ର,ଛତ୍ରପୁର ନଗର ବିଜେଡି ସଭାପତି ଵି. ରାଜୁବାବୁ, ଛାତ୍ର ବିଜେଡି ଜିଲ୍ଲା ସଭାପତି ପ୍ରଶାନ୍ତ କୁମାର ପଣ୍ଡା, ଯୁବ ବିଜେଡି ଛତ୍ରପୁର ନିର୍ବାଚନ ମଣ୍ଡଳୀ ସଭାପତି ସନମୂଖ ପଟ୍ଟନାୟକ, ଛତ୍ରପୁର ଏନଏସି ର ପୂର୍ବତନ ଉପାଧ୍ୟକ୍ଷ ପ୍ରଦୋଷ କୁମାର ବେହେରା, ପୂର୍ବତନ ସରପଞ୍ଚ ପିତାମ୍ବର ପଣ୍ଡା, ଅବସରପ୍ରାପ୍ତ ସେକ୍ସନ ଅଫିସର ପ୍ରଶାନ୍ତ କୁମାର ଶତପଥି ଙ୍କ ସମେତ ବହୁ ବିଜେଡି କର୍ମୀ ମାନେ ଉପସ୍ଥିତ ରହି ଶ୍ରୀ ପଣ୍ଡାଙ୍କୁ ପୁଷ୍ପ ଗୁଚ୍ଛ ସହ ଉପଢ଼ୋଙ୍କନ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ