ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ଛତ୍ରପୁର ସ୍ଥାନାନ୍ତର ପ୍ରତିବାଦରେ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକଙ୍କ ଧାରଣା

ବ୍ରହ୍ମପୁର ,(ଯୁଗାବ୍ଦ ନ୍ୟୁଜ୍) : ବ୍ରହ୍ମପୁରରେ ଅବସ୍ଥାପିତ ଥିବା ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟକୁ ଛତ୍ରପୁରକୁ ସ୍ଥାନାନ୍ତରିତ କରିବା ପାଇଁ ଜିଲ୍ଲାପାଳ ନିଷ୍ପତ୍ତି ଗ୍ରହଣ କରିଥିବାରୁ ଶିକ୍ଷକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ କରି ବ୍ରହ୍ମପୁରରେ ଅବସ୍ଥିତ ଥିବା ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣାରେ ବସିଛନ୍ତି । ବ୍ରହ୍ମପୁର ସହର ହେଉଛି ରେଶମ ସହର ଏଠି ଯାତାୟତ କରିବା ପାଇ ଗମନା ଗମନର ସୁବ୍ୟବସ୍ଥା ରହିଛି । କିନ୍ତୁ ଜିଲ୍ଲାପାଳ ଙ୍କ ଅଫିସ ରହିଥିବାରୁ ଓ ସଦର ମହକୁମା ହୋଇଥିବାରୁ ସ୍ଥାନାନ୍ତରିତ କରିବାକୁ ଜିଲ୍ଲାପାଳ ପ୍ରୟାସ କରିବା ଦୁର୍ଭାଗ୍ୟ ଜନକ ବିଷୟ ବୋଲି ଉପସ୍ଥାପିତ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ