ଜିଲ୍ଲା ସ୍ତରୀୟ ବରିÂ ନାଗରିକ ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା,(ଯୁଗାବ୍ଦ ନୁ୍ୟଜ୍) : ଆସନ୍ତା ଅକ୍ଟୋବର ପହିଲାରେ ଜିଲ୍ଲା ସ୍ତରୀୟ ବରିÂ ନାଗରିକ ଦିବସ ପାଳନ ଅବସରରେ ଜିଲ୍ଲା ସ୍ତରୀୟ ବରିÂ ନାଗରିକ କମିଟିର ଏକ ପ୍ରସ୍ତୁତି ବୈଠକ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ପୂର୍ବାହ୍ନରେ ଅନୁÂିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁÂିତ ବୈଠକରେ ବରିÂ ନାଗରିକ ସୁରକ୍ଷା ଆଇନ ସମ୍ପର୍କରେ ସଚେତନତା ସୃଷ୍ଟି ନିମନ୍ତେ ବିଭିନ୍ନ ଗଣମାଧ୍ୟମରେ ପ୍ରଚାରପ୍ରସାର କରାଯିବା ସହିତ ଜିଲ୍ଲାରେ ଥିବା ଓଲଡଏଜହୋମ ଗୁଡିକରେ ସଚେତନତା କାର୍ଯ୍ୟକ୍ରମ କରାଯିବ ବୋଲି ଜିଲ୍ଲାପାଳ ଶ୍ରୀ ବର୍ମା କହିଥିଲେ । ଏତଦଭିନ୍ନ ପ୍ରତ୍ୟେକମାସର ପ୍ରଥମଦିନ ଅବସରପ୍ରାପ୍ତ ବରିÂ ନାଗରିକମାନଙ୍କ ପେନସନ ପ୍ରଦାନ ସମ୍ପର୍କରେ ସ୍ୱତନ୍ତ୍ର ଅଭିଯୋଗ ଶୁଣାଣି ଶିବିର ଅନୁÂିତ ହେବାସହ ସେହି ଶିବିରରେ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ ଓ ଉପଜିଲ୍ଲାପାଳଙ୍କ ଭଳି ବରିÂ ଅଧିକାରୀମାନେ ଯୋଗଦେବେ । ଅକ୍ଟୋବର ପହିଲାରେ ବରିÂ ନାଗରିକ ଦିବସ ପାଳନ ଅବସରରେ ଜିଲ୍ଲାର ପ୍ରତ୍ୟେକ ବ୍ଲକ ସ୍ତରରେ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗୀତା ଅନୁÂିତ ହେବା ସହ ଉସôବ ପାଳନ କରାଯିବ ଓ ଜିଲ୍ଲା ସ୍ତରରେ ଏକ ମାଗଣା ସ୍ୱାସ୍ଥ୍ୟ ସେବା ଶିବିରର ମଧ୍ୟ ଆୟୋଜନ କରାଯିବା ପାଇଁ ବୈଠକରେ ନିଷ୍ପତି ଗ୍ରହଣ କରାଯାଇଥିଲା । ଏହି ବୈଠକରେ ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ମହାପାତ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଉଦୟ ନାଥ ଜେନା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ ଚନ୍ଦ୍ର ଦାସ,ବରିÂ ନାଗରିକ ନିରଞ୍ଜନ ସାହୁ,କରୁଣାକର ଦାସ,ଅମରବର ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ