ଡ଼ିଏସପି ଅଜୟ ମିଶ୍ର ଙ୍କୁ ସାମ୍ମନିତ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, (ଦେବଦତ୍ତ ମହାରଣା):ଗଞ୍ଜାମ ଜିଲାରେ କାର୍ଯ୍ୟରତ ଡିିଏସ୍‌ପି ଅଜୟ କୁମାର ମିଶ୍ରଙ୍କୁ ତାଙ୍କର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପୋଲିସ ମେଡାଲ ମିଳିଛି। ସ୍ବାଧୀନତା ଦିବସ ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ମେଡାଲ ଦେଇ ସମ୍ମାନିତ କରିଛନ୍ତି। ଏ ନେଇ ତାଙ୍କୁ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ