ଡାକ୍ତରଖାନାରେ ଭର୍ତ୍ତି ହେଲେ ମନ୍ତ୍ରୀ ପ୍ରତାପ ଜେନା 

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ହୃଦଘାତର ଶିକାର ହେବା ପରେ ଶୁକ୍ରବାର ରାତିରେ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ଯେ ଗତକାଲି ରାତିରେ ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବା ଜେନା ତାଙ୍କୁ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଯାଞ୍ଚ ପରେ ତାଙ୍କ ହାର୍ଟରେ ୨ଟି ବ୍ଲକେଜ୍‌ ହୋଇଥିବା ଜଣାପଡ଼ିଥିଲା। ପରେ ଡାକ୍ତରମାନେ ଅସ୍ତ୍ରୋପଚାର କରି ଦୁଇଟି ଷ୍ଟେଣ୍ଟ ଲଗାଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ