ଡିସେମ୍ଵର ୨୬ରୁ ଜାନୁଆରୀ ୪ ଯାଏଁ ବନ୍ଦ ରହିବ ଭିତରକନିକା

ଭୁବନେଶ୍ବର : ଚଳିତ ବର୍ଷ ଡିସେମ୍ଵର ୨୬ରୁ ଜାନୁଆରୀ ୪ ଯାଏଁ ଭିତରକନିକା ବନ୍ଦ ରହିବ। ଏହି ସମୟରେ ବଉଳା କୁମ୍ଭୀର ସଂଖ୍ୟା ଗଣନା କରାଯିବ। କୁମ୍ଭୀର ବିଷାରଦ ଡ. ସୁଧାକରଙ୍କ ନେତୃତ୍ୱରେ ଏହି ଗଣନା କାର୍ଯ୍ୟ କରାଯିବ ବୋଲି ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି। ତେବେ ଯନ୍ତ୍ର ଚାଳିତ ବୋଟ ଯୋଗୁ ଗଣନା କାର୍ଯ୍ୟରେ ବାଧା ଉପୁଜୁଥିବାରୁ ବନ ବିଭାଗ ଏହି ସମୟ ପର୍ଯ୍ୟଟକମାନଙ୍କ ପାଇଁ ଭିତରକନିକା ନିଷେଧ କରିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ