ତାଳଚେର ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନୀ ସଭା

ଅନୁଗୋଳ, (ଯୁୂଗାବ୍ଦ ନୁୃ୍ୟଜ): ଅନୁଗୋଳ ଜିଲା ତାଳଚେର ନିର୍ବାଚନମଣ୍ଡଳୀ ଘଣ୍ଟପଡା ହାଇସ୍କୁଲ ପଡିଆଠାରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିିର୍ବାଚନୀ ପ୍ରଚାର କରିଛନ୍ତି। ତାଳଚେର ବିଧାୟକ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ ଓ ଢେଙ୍କାନାଳ ଏମ୍ପି ପ୍ରାର୍ଥୀ ମହେଶ ସାହୁଙ୍କୁ ଭୋଟ ଦେବା ପାଇଁ ସେ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ଇତ୍ୟବସରରେ କଂଗ୍ରେସର ପୂର୍ବତନ ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡି ଶଙ୍ଖ ଧରିଛନ୍ତି। ଉକ୍ତ କାର‌୍ୟ୍ୟକ୍ରମରେ ହଜାର ହଜାର ଦଳୀୟ ନେତା ଓ କର୍ମୀଙ୍କ ସହ ବହୁ ଜନସାଧାରଣ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ