ତିନି ତଲାକ୍ ବିଲ୍ ଗୃହିତ ହେବା ଅବସରରେ ମୁସଲିମ ମହିଳାଙ୍କୁ ଶୁଭେଚ୍ଛା ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,(ଯୁଗାବ୍ଦ ନ୍ୟୁଜ୍): ରାଜ୍ୟସଭାରେ ମଙ୍ଗଳବାର ଐତିହାସିକ ତିନି ତଲାକ୍ ବିଲ୍ ଗୃହିତ ହେବା ଅବସରରେ ସମସ୍ତ ମୁସଲିମ ମାଆ ଭଉଣୀ ମାନଙ୍କୁୁ ସାମାଜିକ ଗଣମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମହିଳାଙ୍କ ସମ୍ମାନ ଓ ସଶକ୍ତିକରଣ ପ୍ରତି ସମର୍ପିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଆଜି ତିନି ତଲାକ୍ ପରି ଋଢିବାଦ କୁ ପ୍ରଥା ମୁସଲିମ ମହିଳାଙ୍କ ସମ୍ମାନ ରକ୍ଷାରେ ଏକ ଅଭୁତପୂର୍ବ ନିୟମ ବ୍ୟବସ୍ଥା କରିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନିଜ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ