ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ , ପଶ୍ଚିମ ଓଡିଶା ବାସୀଙ୍କୁ ମିଳିବ ଆଶ୍ୱସ୍ତି

(ଯୁଗାବ୍ଦ ନ୍ୟୁଜ) କାଳବୈଶାଖୀର ଆଗମନ ପରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗିରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡିଘଡି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । କୋରାପୁଟ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର ଓ କଟକ ଆଦି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ଆଗୁଆ ସତର୍କ ସୂଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ