ଦିଲ୍ଲୀରେ ୩.୫ ତୀବ୍ରତାର ଭୂକମ୍ପ

ନୂଆଦିଲ୍ଲୀ : କରୋନା ସମୟରେ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଜାତୀୟ ରାଜଧାନୀ ଦିଲ୍ଲୀରେ ଅନୁଭୂତ ହୋଇଛି ଏକ ମୃଦୁ ଭୂକମ୍ପ । ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତ୍ରୀବ୍ରତା ୩.୫ ରହିଥିଲା । ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ଭୂକମ୍ପର ପ୍ରଭାବ କିଛି ସେକେଣ୍ଡ ପାଇଁ ଅନୁଭୂତ ହୋଇଥିଲା । ଅପରାହ୍ନ ପ୍ରାୟ ୨ଟା ସମୟରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିବା ବେଳେ ଏଥିରେ କାହାର କିଛି କ୍ଷତି ହୋଇନଥିବା ପ୍ରକାଶ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ