ଦୁଇ ଟ୍ରକ ମୁହାଁମୁହିଁ ଧକ୍କା : ୧ ମୃତ

ରାଇରଙ୍ଗପୁର,(ଯୁଗାବ୍ଦ ନ୍ୟୁଜ୍‌): ମୟୂରଭଂଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ ୪୯ନମ୍ବର ଜାତୀୟ ରାଜପଥରେ ଚାଉଳ ଟ୍ରକ ବୋଝେଇ ଓ ଲହା ପଥର ବୋଝେଇ ଟ୍ରକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଛି । ଘଟଣା ସ୍ଥଳରେ ହିଁ ଚାଉଳ ବୋଝେଇ ଡ୍ରାଇଭର ମୃତ୍ୟୁ ହୋଇଛି । ମୃତକ ଜଣକ ପରିଚୟ ସୋନୁ ସିଂ (୪୭) ବୋଲି ଜଣାପଡିଛି । ଖବର ପାଇ ବିଶୋଇ ଥାନା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହ କୁ ଜବତ କରି ପଂଚନାମା ନିମନ୍ତେ ପଠାଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ