ଦୁର୍ଘଟଣାରେ ଜଣେ ଆହତ

ଭଣ୍ଡାରିପୋଖରୀ,(ଦୁର୍ଯ୍ୟୋଧନ ଲେଙ୍କା): ଭଣ୍ଡାରିପୋଖରୀ ଥାନା ୧୬ନଂ ଜାତୀୟ ରାଜପଥର କହରାପୋଖରୀ ଠାରେ ଏକ ଅଟୋ ଦୁର୍ଘଟଣା ଗ୍ରସ୍ଥ ହେବାରୁ ଜଣେ ଯୁବକ ଆହତ ହୋଇଛନ୍ତି । ଆହତ ଯୁବକଙ୍କ ନାମ ସାହାଦତ ମିର ହୋଇଥିବାବେଳେ ଘର ପଶ୍ଚିମବଙ୍ଗ ମେଦିନପୁର ଅଞ୍ଚଳର ବୋଲି ଜଣାପଡିଛି । ସ୍ଥାନୀୟ ଦମକଳ ବାହିନୀ ଜରିଆରେ ଆହତ ଯୁବକଙ୍କୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣି ଚିକିତ୍ସା କରାଯାଇଥିବା ଜଣାପଡିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ