ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର- ପବିତ୍ର ମକର ସଂକ୍ରାନ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ଵିଟ୍ କରିଛନ୍ତି ଯେ, ପରମ୍ପରା ଓ ସଂସ୍କୃତି ରଙ୍ଗରେ ପବିତ୍ର ମକର ସଂକ୍ରାନ୍ତିରେ ସମସ୍ତଙ୍କୁ ମୋର ହାର୍ଦ୍ଧିକ ଅଭିନନ୍ଦନ ଓ ଶୁଭେଚ୍ଛା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ